Exodus 4:15 — Compare Translations
5 translations compared side by side
Odia - 1840
"ତୁମ୍ଭେ ହାରୋଣକୁ କହିବ ଏବଂ ତା'ର ପାଟି ରେ ବାକ୍ଯ ଦବେ। ମୁଁ ତୁମ୍ଭର ଜିହ୍ବା ସହିତ ଓ ତା'ର ଜିହ୍ବା ସହିତ ଥିବିଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟକର୍ମର ଶିକ୍ଷା ଦେବା।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହାରୋଣକୁ କହିବ ଏବଂ ତା’ର ମୂଖରେ ବାକ୍ୟ ଦେବ। ମୁଁ ତୁମ୍ଭର ଜିହ୍ୱା ସହିତ ଓ ତା’ର ଜିହ୍ୱା ସହିତ ଥିବି ଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।