Exodus 4:16 — Compare Translations
5 translations compared side by side
Odia - 1840
"ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା ପାଇଁ ପରମେଶ୍ବର ପରି ଏବଂ ସେ ତୁମ୍ଭର ପ୍ରବକ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ଵରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ଵର ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା’ ପାଇଁ ପରମେଶ୍ୱର ପରି ଏବଂ ସେ ତୁମ୍ଭର ପ୍ରବକ୍ତା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।