Exodus 4:17 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭେ ୟାଅ ଓ ତୁମ୍ଭେ ତୁମ୍ଭର ଆଶାବାଡ଼ିଟିକୁ ସାଙ୍ଗ ରେ ନଇୟୋଅ। ତୁମ୍ଭେ ଅଦ୍ଭୁତ କାର୍ୟ୍ଯ କରିବାକୁ ଏହି ଆଶାବାଡ଼ି ବ୍ଯବହାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ଵାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ । ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଯାଅ ଓ ତୁମ୍ଭର ଆଶାବାଡ଼ିଟିକୁ ସାଙ୍ଗରେ ନେଇଯାଅ। ତୁମ୍ଭେ ଅଦ୍ଭୂତ କାର୍ଯ୍ୟ କରିବାକୁ ଏହି ଆଶାବାଡ଼ି ବ୍ୟବହାର କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”