Exodus 4:18 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ତାଙ୍କର ଶ୍ବଶୁର ୟିଥ୍ରୋଙ୍କ ନିକଟକୁ ଫରେିଗଲେ। ମାଶାେ ୟିଥ୍ରୋଙ୍କୁ କହିଲେ, ଦୟାକରି ମାେତେ ମିଶରକୁ ୟିବାକୁ ଦିଅ। ମୁଁ ମାରେ ଲୋକମାନଙ୍କୁ ଦେଖିବା ପାଇଁ ଚାହୁଁଛି ଏବଂ ଜାଣିବା ପାଇଁ ଚାହୁଁଛି, ସମାନେେ ବର୍ତ୍ତମାନ କିପରି ଅଛନ୍ତି। ସମାନେେ ଆଜି ପର୍ୟ୍ଯନ୍ତ ଜୀବିତ ଅଛନ୍ତି କି ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ । ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲା, କୁଶଳରେ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ମିଶରକୁ ଫେରିଗଲେ ଏହା ପରେ ମୋଶା ତାଙ୍କର ଶ୍ୱଶୁର ଯିଥ୍ରୋଙ୍କ ନିକଟକୁ ଫେରିଗଲେ। ମୋଶା ଯିଥ୍ରୋଙ୍କୁ କହିଲେ, “ଦୟାକରି ମୋତେ ମିଶରକୁ ଯିବାକୁ ଦିଅ। ମୁଁ ମୋର ଲୋକମାନଙ୍କୁ ଦେଖିବା ପାଇଁ ଗ୍ଭହୁଁଛି ଏବଂ ଜାଣିବା ପାଇଁ ଗ୍ଭହୁଁଛି, ସେମାନେ ବର୍ତ୍ତମାନ କିପରି ଅଛନ୍ତି। ସେମାନେ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି କି ନାହିଁ?” ଯିଥ୍ରୋ କହିଲେ, “ଅବଶ୍ୟ! ତୁମ୍ଭେ ଶାନ୍ତିରେ ଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”