Exodus 4:19 — Compare Translations
5 translations compared side by side
Odia - 1840
"ପରମେଶ୍ବର ମିଦିଯନ ରେ ମାଶାଙ୍କେୁ କହିଲେ, ତୁମ୍ଭେ ବର୍ତ୍ତମାନ ମିଶରକୁ ନିରାପଦ ରେ ୟାଇପାର, କାରଣ ଯେଉଁମାନେ ତୁମ୍ଭକୁ ମାରିବାକୁ ଚାହୁଁଥିଲେ, ସମାନେେ ବର୍ତ୍ତମାନ ମୃତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ଵେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମିଦିୟନରେ ମୋଶାଙ୍କୁ କହିଲେ, “ତୁମ୍ଭେ ବର୍ତ୍ତମାନ ମିଶରକୁ ନିରାପଦରେ ଯାଇପାର, କାରଣ ଯେଉଁମାନେ ତୁମ୍ଭକୁ ମାରିବାକୁ ଗ୍ଭହୁଁଥିଲେ, ସେମାନେ ବର୍ତ୍ତମାନ ମୃତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।”