Exodus 4:2 — Compare Translations
5 translations compared side by side
Odia - 1840
"କିନ୍ତୁ ପରମେଶ୍ବର ମାଶାଙ୍କେୁ କହିଲେ, ତୁମ୍ଭ ହାତ ରେ କ'ଣ ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ହସ୍ତରେ ସେଇଟା କʼଣ? ସେ କହିଲେ, ଯଷ୍ଟି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ମୋଶାଙ୍କୁ କହିଲେ, “ତୁମ୍ଭ ହାତରେ କ’ଣ ଅଛି?” ମୋଶା ଉତ୍ତର ଦେଲେ, “ଏହା ମୋର ଆଶାବାଡ଼ି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି?” ସେ କହିଲେ, “ଯଷ୍ଟି।”