Exodus 4:20 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ତାଙ୍କର ପୁତ୍ରକନ୍ଯମାନଙ୍କୁ ଗଧ ରେ ବସାଇ ମିଶର ଅଭିମୁଖେ ବାହାରିଲେ। ମାଶାେ ତାଙ୍କର ଆଶାବାଡ଼ି ସଙ୍ଗ ରେ ନେଲେ ଏବଂ ପରମେଶ୍ବରଙ୍କ ଶକ୍ତି ତାଙ୍କ ସହିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି ସେ ଆପଣା ହସ୍ତରେ ପରମେଶ୍ଵରଙ୍କର ସେହି ଯଷ୍ଟି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ତାଙ୍କର ପୁତ୍ରକନ୍ୟାମାନଙ୍କୁ ଗଧରେ ବସାଇ ମିଶର ଅଭିମୁଖେ ବାହାରିଲେ। ମୋଶା ତାଙ୍କର ଆଶାବାଡ଼ି ସଙ୍ଗରେ ନେଲେ ଏବଂ ପରମେଶ୍ୱରଙ୍କ ଶକ୍ତି ତାଙ୍କ ସହିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।