Exodus 4:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ତୁମ୍ଭେ ଫାରୋଙ୍କୁ କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, ତୁମ୍ଭେ ଫାରୋଙ୍କୁ କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;