Exodus 4:23 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, 'ଇଶ୍ରାୟେଲ ହେଉଛ ମାରେ ପ୍ରଥମ ଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛ ଯେ ତୁମ୍ଭେ ମାରେ ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳ ରେ ସମାନେେ ମାରେ ଉପାସନା କରିବେ। ଯଦି ତୁମ୍ଭେ ସମାନଙ୍କେୁ ୟିବା ପାଇଁ ନଦିଅ ତବେେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ଯା କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, ‘ଇସ୍ରାଏଲ ହେଉଛି ମୋର ପ୍ରଥମଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭେ ମୋର ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳରେ ସେମାନେ ମୋର ଉପାସନା କରିବେ। ଯଦି ତୁମ୍ଭେ ସେମାନଙ୍କୁ ଯିବା ପାଇଁ ନ ଦିଅ, ତେବେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ୟା କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।