Exodus 4:24 — Compare Translations
5 translations compared side by side
Odia - 1840
"ମିଶରକୁ ୟିବା ବାଟରେ, ମାଶାେ ଏକ ସ୍ଥାନ ରେ ରାତ୍ରି ୟାପନ କଲେ। ସଦାପ୍ରଭୁ ମାଶାଙ୍କେୁ ସଠାେରେ ସାକ୍ଷାତ କଲେ ଏବଂ ତାଙ୍କୁ ହତ୍ଯା କରିବା ପାଇଁ ଚେଷ୍ଟା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ପୁତ୍ର ସୁନ୍ନତ ହେଲେ ମିଶରକୁ ଯିବା ବାଟରେ, ମୋଶା ଏକ ସ୍ଥାନରେ ରାତ୍ରି ଯାପନ କଲେ। ସଦାପ୍ରଭୁ ମୋଶାଙ୍କୁ ସେଠାରେ ସାକ୍ଷାତ କଲେ ଏବଂ ତାଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।