Exodus 4:25 — Compare Translations

5 translations compared side by side

Odia - 1840
"କିନ୍ତୁ ସିପ୍ପୋରା ଏକ ତିକ୍ଷ୍ଣ ଅସ୍ତ୍ରଧରି ଆପଣା ପୁତ୍ରକୁ ସୁନ୍ନତ କଲା ଏବଂ ସହେି ଚର୍ମଟି ତାଙ୍କ ଚରଣ ତଳେ ପକାଇ କହିଲା, ତୁମ୍ଭେ ମାହେର ରକ୍ତ ରଂଜିତ ସ୍ବାମୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, ତୁମ୍ଭେ ନିତା; ମୋହର ରକ୍ତପ୍ରିୟ ବର ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସି‌ପ୍‌ପୋରା ଏକ ତି‌କ୍ଷ୍‌ଣ ଅସ୍ତ୍ର ଧରି ଆପଣା ପୁତ୍ରକୁ ସୁନ୍ନତ କଲା ଏବଂ ସେହି ଚର୍ମଟି ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ମୋହର ରକ୍ତ ରଂଜିତ ସ୍ୱାମୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସିପ୍‍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”