Exodus 4:26 — Compare Translations

5 translations compared side by side

Odia - 1840
"ସେ କହିଲା, ରକ୍ତ ରଂଜିତ ସ୍ବାମୀ ସୁନ୍ନତ କାରଣରୁ। ତେଣୁ ପରମେଶ୍ବର ମାଶାଙ୍କେୁ ଛାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପରମେଶ୍ଵର ତାଙ୍କୁ ଛାଡ଼ି ଦେଲେ । ତହିଁରେ ସେ ସ୍ତ୍ରୀ କହିଲା, ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲା, ରକ୍ତ ରଂଜିତ ସ୍ୱାମୀ ସୁନ୍ନତ କାରଣରୁ। ତେଣୁ ପରମେଶ୍ୱର ମୋଶାଙ୍କୁ ଛାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ିଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ି ଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”