Exodus 4:27 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ହାରୋଣକୁ କହିଲେ, ତୁମ୍ଭେ ମାଶାଙ୍କେ ସହିତ ସାକ୍ଷାତ କରିବା ନିମିତ୍ତ ମରୁଭୂମିକୁ ୟାଅ। ତେଣୁ ସେ ୟାଇ ପରମେଶ୍ବରଙ୍କ ପର୍ବତ ରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ବନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ; ତହୁଁ ସେ ଯାଇ ପରମେଶ୍ଵରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ଵନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
Moses Arrives in Egypt ସଦାପ୍ରଭୁ ହାରୋଣକୁ କହିଲେ, “ତୁମ୍ଭେ ମୋଶାଙ୍କ ସହିତ ସାକ୍ଷାତ କରିବା ନିମିତ୍ତ ମରୁଭୂମିକୁ ଯାଅ।” ତେଣୁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ବନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।