Exodus 4:28 — Compare Translations
5 translations compared side by side
Odia - 1840
"ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭକୁ କାହିଁକି ପଠାଇଛନ୍ତି। ମାଶାେ ହାରୋଣଙ୍କୁ ସମସ୍ତ ଅଦ୍ଭୁତ କାର୍ୟ୍ଯମାନ ଦଖାଇେଲେ ଏବଂ ସଦାପ୍ରଭୁ କହିଥିବା ସମସ୍ତ କଥା ତାଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭକୁ କାହିଁକି ପଠାଇଛନ୍ତି। ମୋଶା ହାରୋଣଙ୍କୁ ସମସ୍ତ ଅଦ୍ଭୂତ କାର୍ଯ୍ୟମାନ ଦେଖାଇଲେ ଏବଂ ସଦାପ୍ରଭୁ କହିଥିବା ସମସ୍ତ କଥା ତାଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।