Exodus 4:29 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଏବଂ ହାରୋଣ ଏକତ୍ର ୟାଇ ଇଶ୍ରାୟେଲର ପ୍ରାଚୀନବର୍ଗମାନଙ୍କୁ ଏକତ୍ରୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଏବଂ ହାରୋଣ ଏକତ୍ର ଯାଇ ଇସ୍ରାଏଲର ପ୍ରାଚୀନବର୍ଗମାନଙ୍କୁ ଏକତ୍ରିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।