Exodus 4:3 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର କହିଲେ, ତୁମ୍ଭର ଆଶାବାଡ଼ିକୁ ଭୂମିରେ ଫିଙ୍ଗି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ତାକୁ ଭୂମିରେ ପକାଅ । ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ଆଶାବାଡ଼ିକୁ ଭୂମିରେ ଫିଙ୍ଗିଦିଅ।” ତେଣୁ ମୋଶା ସେହି ଆଶାବାଡ଼ିଟିକୁ ଭୂମିରେ ଫିଙ୍ଗି ଦେଲେ ଏବଂ ସେହି ଆଶାବାଡ଼ିଟି ଏକ ସର୍ପ ପାଲଟି ଗଲା। ମୋଶା ଡରିଗଲେ ଓ ତା’ଠାରୁ ଦୌଡ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।