Exodus 4:30 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣ ଲୋକମାନଙ୍କୁ କହିଲେ, ସେ ସହେି ପ୍ରଚୀନବର୍ଗକୁ ସମସ୍ତ କଥା କହିଲେ ଯାହା ସବୁ ସଦାପ୍ରଭୁ ମାଶାଙ୍କେୁ କହିଥିଲେ, ଏହାପରେ ମାଶାେ ତାଙ୍କର ପ୍ରମାଣ ଲୋକମାନଙ୍କୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାରୋଣ ଲୋକମାନଙ୍କୁ କହିଲେ, ସେ ସେହି ପ୍ରାଚୀନବର୍ଗକୁ ସମସ୍ତ କଥା କହିଲେ ଯାହାସବୁ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଏହା ପରେ ମୋଶା ତାଙ୍କର ପ୍ରମାଣ ଲୋକମାନଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।