Exodus 4:5 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର କହିଲେ, ତୁମ୍ଭର ଆଶାବାଡ଼ିଟିକୁ ଏହିପରି ବ୍ଯବହାର କର ଏଥି ରେ ସମାନେେ ବିଶ୍ବାସ କରିବେ ଯେ ତୁମ୍ଭେ ସଦାପ୍ରଭୁଙ୍କୁ ଦେଖିଅଛ। ୟିଏକି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ଅବ୍ରହାମଙ୍କର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର; ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ଆଶାବାଡ଼ିଟିକୁ ଏହିପରି ବ୍ୟବହାର କର ଏଥିରେ ସେମାନେ ବିଶ୍ୱାସ କରିବେ ଯେ ତୁମ୍ଭେ ସଦାପ୍ରଭୁଙ୍କୁ ଦେଖିଅଛ। ଯିଏକି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ୱର, ଅବ୍ରହାମର ପରମେଶ୍ୱର, ଇ‌ସ୍‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।