Exodus 4:7 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର କହିଲେ, ତୁମ୍ଭର ହସ୍ତ ପୁନ୍ନରାଯ ତୁମ୍ଭର ଛାତି ରେ ରଖ। ତେଣୁ ମାଶାେ ତାଙ୍କର ହାତ ତାଙ୍କର ଛାତି ରେ ଦେଲେ, ମାଶାେ ତାଙ୍କର ହାତ ବାହାର କରିବାରୁ ତାଙ୍କର ହାତ ପରିବର୍ତ୍ତ ନ ହାଇେ ପୂର୍ବପରି ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲେ, ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯେବେ ତୁମ୍ଭକୁ ପ୍ରତ୍ୟୟ ନ କରିବେ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ହସ୍ତ ପୁନରାୟ ତୁମ୍ଭର ଛାତିରେ ରଖ।” ତେଣୁ ମୋଶା ତାଙ୍କର ହାତ ତାଙ୍କର ଛାତିରେ ଦେଲେ, ମୋଶା ତାଙ୍କର ହାତ ବାହାର କରିବାରୁ ହାତଟି ପରିବର୍ତ୍ତନ ହୋଇ ପୂର୍ବପରି ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ