Exodus 4:8 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର କହିଲେ, ଯଦି ଲୋକମାନେ ତୁମ୍ଭକୁ ବିଶ୍ବାସ ନ କରିବେ, ଯଦି ସମାନେେ ପ୍ରଥମ ଚିହ୍ନ ଯୋଗୁ ଏହାକୁ ବିଶ୍ବାସ ନକରନ୍ତି, ସମାନେେ ନିଶ୍ଚିତ ଭାବରେ ଏହି ଚିହ୍ନକୁ ବିଶ୍ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ଵିତୀୟ ଚିହ୍ନରେ ପ୍ରତ୍ୟୟ କରିବେ । ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର କହିଲେ, “ଯଦି ଲୋକମାନେ ତୁମ୍ଭକୁ ବିଶ୍ୱାସ ନ କରିବେ, ଯଦି ସେମାନେ ପ୍ରଥମ ଚିହ୍ନ ଯୋଗୁଁ ବିଶ୍ୱାସ ନ କରନ୍ତି, ସେମାନେ ନିଶ୍ଚିତ ଭାବରେ ଏହି ଚିହ୍ନକୁ ବିଶ୍ୱାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।
Odia IRV 2017 (ଓଡିଆ ବାଇବେଲ)
ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।