Exodus 4:9 — Compare Translations

5 translations compared side by side

Odia - 1840
"ଯଦି ସମାନେେ ଏହି ଦୁଇଟି ପ୍ରମାଣ ଦେଖିବାପରେ ତୁମ୍ଭକୁ ବିଶ୍ବାସ ନ କରନ୍ତି, ଏବଂ ତଥାପି ଯଦି ସମାନେେ ତୁମ୍ଭ କଥା ନ ଶୁଣନ୍ତି, ତବେେ ନିଳନଦୀରୁ କିଛି ଜଳ ନଇେ ଭୂମିରେ ଢାଳିବ ତାହା ଭୂମିରେ ପଡିଲା ମାତ୍ ରେ ରକ୍ତ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦୁଇ ଚିହ୍ନରେ ଯେବେ ସେମାନେ ପ୍ରତ୍ୟୟ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନଦୀ ଜଳରୁ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ଏହି ଦୁଇଟି ପ୍ରମାଣ ଦେଖିବା ପରେ ତୁମ୍ଭକୁ ବିଶ୍ୱାସ ନ କରନ୍ତି ଏବଂ ଯଦି ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ନୀଳନଦୀରୁ କିଛି ଜଳ ନେଇ ଭୂମିରେ ଢାଳିବ ତାହା ଭୂମିରେ ପଡ଼ିଲା ମାତ୍ରେ ରକ୍ତ ହୋଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।”