Exodus 40:10 — Compare Translations
5 translations compared side by side
Odia - 1840
"ଆଉ ହୋମବଦେୀ ଓ ତହିଁର ସକଳ ସାମଗ୍ରୀ ଅଭିଷକେ କରି ଉତ୍ସର୍ଗିତ କର। ତହିଁରେ ସହେି ୟଜ୍ଞବଦେୀ ଅତ୍ଯନ୍ତ ପବିତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହୋମବେଦି ଓ ତହିଁର ସକଳ ସାମଗ୍ରୀ ଅଭିଷେକ କରି ଉତ୍ସର୍ଗିତ କର। ତହିଁରେ ସେହି ଯଜ୍ଞବେଦି ଅତ୍ୟନ୍ତ ପବିତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।