Exodus 40:12 — Compare Translations
5 translations compared side by side
Odia - 1840
"ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ସମାଗମ ତମ୍ବୁର ଦ୍ବାର ଦେଶକୁ ଆଣ। ତାଙ୍କୁ ପାଣି ରେ ସ୍ନାନ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁର ଦ୍ଵାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ସମାଗମ-ତମ୍ବୁର ଦ୍ୱାର ଦେଶକୁ ଆଣ। ତାଙ୍କୁ ପାଣିରେ ସ୍ନାନ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।