Exodus 40:14 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣଙ୍କର ପୁତ୍ରଙ୍କୁ ଏହି ପବିତ୍ର ବସ୍ତ୍ରମାନ ପରିଧାନ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାରୋଣଙ୍କର ପୁତ୍ରଙ୍କୁ ଏହି ପବିତ୍ର ବସ୍ତ୍ରମାନ ପରିଧାନ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ।