Exodus 40:15 — Compare Translations

5 translations compared side by side

Odia - 1840
"ହାରୋଣଙ୍କୁ ଅଭିଷିକ୍ତ କଲାପରି ତାଙ୍କର ପୁତ୍ରମାନଙ୍କୁ ଅଭିଷିକ୍ତ କରାଅ। ଅଭିଷିକ୍ତ ହେଲାପରେ ସମାନେେ ମାରେ ଯାଜକ ରୂପେ କର୍ମ କରିପାରିବେ। ସହେି ପରିବାର ଅନନ୍ତକାଳୀନ ମାରେ ଯାଜକ ରୂପେ ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଙ୍କୁ ଅଭିଷିକ୍ତ କଲାପରି ତାଙ୍କର ପୁତ୍ରମାନଙ୍କୁ ଅଭିଷିକ୍ତ କରାଅ। ଅଭିଷିକ୍ତ ହେଲା ପରେ ସେମାନେ ମୋର ଯାଜକ ରୂପେ କର୍ମ କରି ପାରିବେ। ସେହି ପରିବାର ଅନନ୍ତକାଳୀନ ମୋର ଯାଜକ ରୂପେ ସେବା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।