Exodus 40:16 — Compare Translations
5 translations compared side by side
Odia - 1840
"ମାଶାେ ସଦାପ୍ରଭୁଙ୍କ ସମସ୍ତ ନିଯମ ମାନି ତାଙ୍କର ଆଜ୍ଞା ଅନୁୟାଯୀ କାର୍ୟ୍ଯମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସଦାପ୍ରଭୁଙ୍କ ସମସ୍ତ ନିୟମ ମାନି ତାଙ୍କର ଆଜ୍ଞା ଅନୁଯାୟୀ କାର୍ଯ୍ୟମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।