Exodus 40:17 — Compare Translations

5 translations compared side by side

Odia - 1840
"ଦ୍ବିତୀୟ ବର୍ଷର ମାସର ପ୍ରଥମ ଦିନ ରେ ପବିତ୍ର ତମ୍ବୁ ସ୍ଥାପିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ବର୍ଷର ମାସର ପ୍ରଥମ ଦିନରେ ପବିତ୍ର ତମ୍ବୁ ସ୍ଥାପିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।