Exodus 40:18 — Compare Translations
5 translations compared side by side
Odia - 1840
"ମାଶାେ ତମ୍ବୁ ସ୍ଥାପନ କଲେ। ସେ ପ୍ରଥମେ ଆଧାର ଉପରେ ତକ୍ତା ବସାଇଲେ ଓ ତା'ପରେ ଅର୍ଗଳ ପ୍ରବେଶ କରାଇ ସ୍ତମ୍ଭ ଠିଆ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ତମ୍ବୁ ସ୍ଥାପନ କଲେ। ସେ ପ୍ରଥମେ ଆଧାର ଉପରେ ତକ୍ତା ବସାଇଲେ ଓ ତା’ପରେ ଅର୍ଗଳ ପ୍ରବେଶ କରାଇ ସ୍ତମ୍ଭ ଠିଆ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।