Exodus 40:19 — Compare Translations
5 translations compared side by side
Odia - 1840
"ଏହାପରେ ସେ ବାହ୍ଯ ଆବରଣ ରୂପେ ଆବାସ ତମ୍ବୁକୁ ପବିତ୍ର ତମ୍ବୁ ଉପରେ ଘୋଡାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆବାସ ଉପରେ ତମ୍ଵୁ ବିସ୍ତାର କଲେ ଓ ତମ୍ଵୁ ଉପରେ ଛାତ ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ବାହ୍ୟ ଆବରଣ ରୂପେ ଆବାସ ତମ୍ବୁକୁ ପବିତ୍ର ତମ୍ବୁ ଉପରେ ଘୋଡ଼ାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;