Exodus 40:2 — Compare Translations

5 translations compared side by side

Odia - 1840
"ପ୍ରଥମ ମାସର ପ୍ରଥମ ଦିନ ରେ ସମାଗମ ତମ୍ବୁର ପବିତ୍ର ତମ୍ବୁ ସ୍ଥାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରଥମ ମାସର ପ୍ରଥମ ଦିନରେ ସମାଗମ-ତମ୍ବୁର ପବିତ୍ର ତମ୍ବୁ ସ୍ଥାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।”