Exodus 40:20 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ନିୟମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧ୍ୟରେ ରଖିଲେ। ସେ ସାଙ୍ଗୀକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡ଼ାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;