Exodus 40:21 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ସହେି ପବିତ୍ର ସିନ୍ଦୁକକୁ ନଇେ ପବିତ୍ର ତମ୍ବୁ ରେ ରଖିଲେ। ଆଚ୍ଛାଦନର ବିଚ୍ଛଦବେସ୍ତ୍ର ଟଙ୍ଗାଇଲେ, ଏହାକୁ ସୁରକ୍ଷା ରେ ରଖିବା ପାଇଁ। ଯେପରି ସଦାପ୍ରଭୁ ଆଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସେହି ପବିତ୍ର ସିନ୍ଦୁକକୁ ନେଇ ପବିତ୍ର ତମ୍ବୁରେ ରଖିଲେ। ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇଲେ, ଏହାକୁ ସୁରକ୍ଷାରେ ରଖିବା ପାଇଁ। ଯେପରି ସଦାପ୍ରଭୁ ଆଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ ସିନ୍ଦୁକ ଆଚ୍ଛାଦନ କଲେ।