Exodus 40:22 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ପରଦା ବାହା ରେ ସମାଗମ ତମ୍ବୁର ଉତ୍ତର ପାଶର୍‌ବ ରେ ମଜେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ଆବାସର ଉତ୍ତର ପାର୍ଶ୍ଵରେ ବିଚ୍ଛେଦବସ୍ତ୍ରର ବାହାରେ ସମାଗମ-ତମ୍ଵୁରେ ମେଜ ରଖିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ପରଦା ବାହାରେ ସମାଗମ-ତମ୍ବୁର ଉତ୍ତର ପାର୍ଶ୍ୱରେ ମେଜ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;