Exodus 40:24 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ଦୀପରୂଖା ସହେି ସମାଗମ ତମ୍ବୁ ରେ ରଖିଥିଲେ। ଏହାର ମୁହଁ ଟବେୁଲ ଆଡକୁ କରି ସେ ଦକ୍ଷିଣ ପାଶର୍ବ ରେ ଏହାକୁ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ଵରେ ସମାଗମ-ତମ୍ଵୁରେ ଦୀପବୃକ୍ଷ ରଖିଲେ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଦୀପରୁଖା ସେହି ସମାଗମ-ତମ୍ବୁରେ ରଖିଥିଲେ। ଏହାର ମୁହଁ ଟେବୁଲ ଆଡ଼କୁ କରି ସେ ଦକ୍ଷିଣ ପାର୍ଶ୍ୱରେ ଏହାକୁ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ