Exodus 40:25 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୀପରୂଖା ରେ ଦୀପସବୁ ସଜାଇଲେ। ସେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ଦୀପରୁଖାରେ ଦୀପସବୁ ସଜାଇଲେ। ସେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।