Exodus 40:26 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ସୁବର୍ଣ୍ଣ ୟଜ୍ଞବଦେୀକୁ ସମାଗମ ତମ୍ବୁ ମଧିଅରେ ରଖିଥିଲେ। ସେ ଏହି ୟଜ୍ଞବଦେୀକୁ ବିଚ୍ଛଦେ ବସ୍ତ୍ର ସମ୍ମୁଖ ରେ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସୁବର୍ଣ୍ଣ ଯଜ୍ଞବେଦିକୁ ସମାଗମ-ତମ୍ବୁ ମଧ୍ୟରେ ରଖିଥିଲେ। ସେ ଏହି ଯଜ୍ଞବେଦିକୁ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ