Exodus 40:27 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ସୁବାସିତ ଧୂପ ଏହା ଉପରେ ଜଳାଇଲେ, ସଦାପ୍ରଭୁଙ୍କ ଆଜ୍ଞାନୁସା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତହିଁ ଉପରେ ସୁଗନ୍ଧିଧୂପ ଜାଳିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୁବାସିତ ଧୂପ ଏହା ଉପରେ ଜଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।