Exodus 40:28 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ପବିତ୍ର ତମ୍ବୁର ପ୍ରବେଶପଥରେ ଆଚ୍ଛାଦନ ବସ୍ତ୍ର ଟାଙ୍ଗିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ପବିତ୍ର ତମ୍ବୁର ପ୍ରବେଶ ପଥରେ ଆଚ୍ଛାଦନ ବସ୍ତ୍ର ଟାଙ୍ଗିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ