Exodus 40:29 — Compare Translations
5 translations compared side by side
Odia - 1840
"ମାଶାେ ପବିତ୍ର ତମ୍ବୁର ସମ୍ମୁଖ ରେ ବଳିଦାନ ପାଇଁ ୟଜ୍ଞବଦେୀ ରଖିଲେ ଏବଂ ସଦାପ୍ରଭୁଙ୍କର ମାଶାଙ୍କେୁ ଦଇେଥିବ ଆଜ୍ଞାନୁସା ରେ ହାମବେଳି ଓ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସମାଗମ-ତମ୍ଵୁର ଆବାସ-ଦ୍ଵାର ନିକଟରେ ହୋମବେଦି ରଖିତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପବିତ୍ର ତମ୍ବୁର ସମ୍ମୁଖରେ ବଳିଦାନ ପାଇଁ ଯଜ୍ଞବେଦି ରଖିଲେ ଏବଂ ସଦାପ୍ରଭୁଙ୍କର ମୋଶାଙ୍କୁ ଦେଇଥିବ ଆଜ୍ଞାନୁସାରେ ହୋମବଳି ଓ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସମାଗମ-ତମ୍ବୁର ଆବାସ-ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।