Exodus 40:30 — Compare Translations
5 translations compared side by side
Odia - 1840
"ଏହାପରେ ସେ ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧ୍ଯସ୍ଥାନ ରେ ପ୍ରକ୍ଷାଳନ ପାତ୍ର ରଖିଲେଓ ତହିଁ ମଧିଅରେ ପ୍ରକ୍ଷାଳନ ନିମନ୍ତେ ଜଳ ଭର୍ତ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖିଲେ ଓ ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଭର୍ତ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।