Exodus 40:31 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଏବଂ ହାରୋଣ ଓ ତାଙ୍କର ପୁତ୍ରଗଣ ନିଜ ନିଜ ହସ୍ତପଦ ପ୍ରକ୍ଷାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଓ ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଏବଂ ହାରୋଣ ଓ ତାଙ୍କର ପୁତ୍ରଗଣ ନିଜ ନିଜ ହସ୍ତପଦ ପ୍ରକ୍ଷାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।