Exodus 40:32 — Compare Translations
5 translations compared side by side
Odia - 1840
"ଯେ କୌଣସି ସମୟରେ ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲେ ବା ୟଜ୍ଞବଦେୀର ନିକଟକୁ ଆସିଲେ, ସେ ସମୟରେ ସମାନେେ ହସ୍ତପଦ ପ୍ରକ୍ଷାଳନ କଲେ, ସଦାପ୍ରଭୁ ମାଶାଙ୍କେୁ ଦଇେଥିବା ଆଜ୍ଞାନୁସା ରେ ା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ସମୟରେ ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ଯଜ୍ଞବେଦିର ନିକଟକୁ ଆସିଲେ, ସେ ସମୟରେ ସେମାନେ ହସ୍ତପଦ ପ୍ରକ୍ଷାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାନୁସାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।