Exodus 40:33 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ପବିତ୍ର ତମ୍ବୁର ଓ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ତମ୍ବୁର ପ୍ରବେଶ ପଥରେ ପରଦା ଟାଙ୍ଗିଲେ। ମାଶାେ ଏହିପରି କାର୍ୟ୍ଯମାନ ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ପବିତ୍ର ତମ୍ବୁର ଓ ଯଜ୍ଞବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ତମ୍ବୁର ପ୍ରବେଶ ପଥରେ ପରଦା ଟାଙ୍ଗିଲେ। ମୋଶା ଏହିପରି କାର୍ଯ୍ୟମାନ ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।