Exodus 40:34 — Compare Translations
5 translations compared side by side
Odia - 1840
"ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ମହିମା ଏହା ପରେ ସେହି ମେଘ ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।