Exodus 40:35 — Compare Translations

5 translations compared side by side

Odia - 1840
"ତହିଁରେ ମାଶାେ ସମାଗମ ତମ୍ବୁ ରେ ପ୍ରବେଶ କରି ପାରିଲେ ନାହିଁ। କାରଣ ମେଘ ତାହାକୁ ଆଚ୍ଛାଦନ କରିଥିଲା। ସଦାପ୍ରଭୁଙ୍କ ପ୍ରତାପ ପବିତ୍ର ତମ୍ବୁ ପରିପୂର୍ଣ୍ଣ କରିଥିଲା। ସହେି ପବିତ୍ର ସମାଗମ ତମ୍ବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ। କାରଣ ମେଘ ତାହାକୁ ଆଚ୍ଛାଦନ କରିଥିଲା। ସଦାପ୍ରଭୁଙ୍କ ପ୍ରତାପ ପବିତ୍ର ତମ୍ବୁ ପରିପୂର୍ଣ୍ଣ କରିଥିଲା। ସେହି ପବିତ୍ର ସମାଗମ-ତମ୍ବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।