Exodus 40:36 — Compare Translations

5 translations compared side by side

Odia - 1840
"ଯେତବେେଳେ ବାଦଲ ପବିତ୍ର ତମ୍ବୁର ଦୂରକୁ ଗତି କଲା, ଇଶ୍ରାୟେଲର ଲୋକମାନେ ମଧ୍ଯ ଗତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମେଘ ପବିତ୍ର ତମ୍ବୁରୁ ଦୂରକୁ ଗତି କଲା, ଇସ୍ରାଏଲର ଲୋକମାନେ ମଧ୍ୟ ଗତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆବାସ ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।