Exodus 40:37 — Compare Translations

5 translations compared side by side

Odia - 1840
"କିନ୍ତୁ ଯେତବେେଳେ ମେଘ ସହେି ପବିତ୍ର ତମ୍ବୁକୁ ଆଚ୍ଛାଦନ କରିଥିଲା, ଲୋକମାନେ ସେତବେେଳେ ଚେଷ୍ଟା କରି ନଥିଲେ ୟିବା ପାଇଁ, ସମାନେେ ସହେିଠା ରେ ମେଘ ୟିବା ପର୍ୟ୍ଯନ୍ତ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ମେଘ ସେହି ପବିତ୍ର ତମ୍ବୁକୁ ଆଚ୍ଛାଦନ କରିଥିଲା, ଲୋକମାନେ ସେତେବେଳେ ଚେଷ୍ଟା କରି ନ ଥିଲେ ଯିବା ପାଇଁ, ସେମାନେ ସେହିଠାରେ ମେଘ ଯିବା ପର୍ଯ୍ୟନ୍ତ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଊର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମେଘ ଯେତେବେଳେ ଉର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଉର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।