Exodus 40:38 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁଙ୍କର ମେଘ ଦିନ ବେଳେ ପବିତ୍ର ତମ୍ବୁ ଉପରେ ରହିଲା। ରାତ୍ର ସମୟରେ ସହେି ମେଘ ରେ ଅଗ୍ନି ଦଖାଗେଲା। ତେଣୁ ଇଶ୍ରାୟେଲର ସମସ୍ତ ଲୋକେ ଯେତବେେଳେ ସମାନେେ ୟାତ୍ରା କଲେ, ମେଘ ଦେଖି ପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କର ମେଘ ଦିନବେଳେ ପବିତ୍ର ତମ୍ବୁ ଉପରେ ରହିଲା। ରାତ୍ର ସମୟରେ ସେହି ମେଘରେ ଅଗ୍ନି ଦେଖାଗଲା। ତେଣୁ ଇସ୍ରାଏଲର ସମସ୍ତ ଲୋକେ ଯେତେବେଳେ ସେମାନେ ଯାତ୍ରା କଲେ, ମେଘ ଦେଖି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
Odia IRV 2017 (ଓଡିଆ ବାଇବେଲ)
କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।