Exodus 40:4 — Compare Translations

5 translations compared side by side

Odia - 1840
"ଏହାପରେ ମଜେ ଭିତରକୁ ଆଣି ତହିଁ ସମସ୍ତ ଦ୍ରବ୍ଯମାନ ସଜାଇ ରଖ। ଦୀପ ରୂଖା ଆଣ ଏବଂ ସମସ୍ତ ଦ୍ବୀପଗୁଡିକ ଜାଳିବା ପାଇଁ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମେଜ ଭିତରକୁ ଆଣି ତହିଁର ସମସ୍ତ ଦ୍ରବ୍ୟମାନ ସଜାଇ ରଖ। ଦୀପରୁଖା ଆଣ ଏବଂ ସମସ୍ତ ଦ୍ୱୀପଗୁଡ଼ିକ ଜାଳିବା ପାଇଁ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ।