Exodus 40:5 — Compare Translations

5 translations compared side by side

Odia - 1840
"ନିଯମ-ସିନ୍ଦୁକ ସମ୍ମୁଖ ରେ ସୁବର୍ଣ୍ଣର ଧୂପବଦେି ରଖ। ପରଦାଟିକୁ ତମ୍ବୁର ପ୍ରବେଶ ପଥରେ ଟାଙ୍ଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ସ୍ଵର୍ଣ୍ଣର ଧୂପବେଦି ରଖିବ, ପୁଣି ଆବାସ-ଦ୍ଵାରର ଆଚ୍ଛାଦନବସ୍ତ୍ର ଟଙ୍ଗାଇବ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମ-ସିନ୍ଦୁକ ସମ୍ମୁଖରେ ସୁବର୍ଣ୍ଣର ଧୂପବେଦି ରଖ। ପରଦାଟିକୁ ତମ୍ବୁର ପ୍ରବେଶ ପଥରେ ଟାଙ୍ଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
Odia IRV 2017 (ଓଡିଆ ବାଇବେଲ)
ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।